Exodus 23:27 — Compare Translations
5 translations compared side by side
Odia - 1840
"ଯେତବେେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ଶତୃମାନଙ୍କ ସହିତ ୟୁଦ୍ଧ କରିବ ସେ ସମୟରେ ମାରେ ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହବେ। ତୁମ୍ଭମାନେେ ତୁମ୍ଭର ସମସ୍ତ ଶତୃମାନଙ୍କୁ ୟୁଦ୍ଧ ରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ୟୁଦ୍ଧ କରିବେ ସମାନେେ ଇତଃସ୍ତତ ହାଇେ ଦୌଡି ପଳାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ଶତ୍ରୁମାନଙ୍କ ସହିତ ଯୁଦ୍ଧ କରିବ ସେ ସମୟରେ ମୋର ମହାନ୍ ଶକ୍ତି ତୁମ୍ଭମାନଙ୍କର ସହାୟ ହେବ। ତୁମ୍ଭେମାନେ ତୁମ୍ଭର ସମସ୍ତ ଶତ୍ରୁମାନଙ୍କୁ ଯୁଦ୍ଧରେ ପରାସ୍ତ କରିବ। ଯେଉଁମାନେ ତୁମ୍ଭ ସହିତ ଯୁଦ୍ଧ କରିବେ ସେମାନେ ଇତସ୍ତତଃ ହୋଇ ଦୌଡ଼ି ପଳାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।