Exodus 23:28 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭ ଆଗେ, ଆଗେ ବିରୁଡିମାନଙ୍କୁ ପାଠାଇବି। ସମାନେେ ହିଦ୍ଦୀଯ, କିଣାନୀଯ, ହିତ୍ତୀଯମାନଙ୍କୁ ତୁମ୍ଭ ଦେଶରୁ ଘଉଡାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ ଓ କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭ ଆଗେ, ଆଗେ ବିରୁଡ଼ିମାନଙ୍କୁ ପାଠାଇବି। ସେମାନେ ହିବ୍ବୀୟ, କିଣାନୀୟ, ହିତ୍ତୀୟମାନଙ୍କୁ ତୁମ୍ଭ ଦେଶରୁ ଘଉଡ଼ାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।