Exodus 23:29 — Compare Translations

5 translations compared side by side

Odia - 1840
"ମାତ୍ର ଏକ ବର୍ଷ ରେ ତୁମ୍ଭ ସମ୍ମୁଖରୁ ସମାନଙ୍କେୁ ଘଉଡାଇ ଦବୋ ନାହିଁ। ତାହାହେଲେ ଦେଶ ଶୁନ୍ଯ ହାଇଯେିବଓ ତୁମ୍ଭ ପ୍ରତିକୂଳ ରେ ବନ୍ଯ ପଶୁମାନଙ୍କ ସଂଖ୍ଯା ବୃଦ୍ଧି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ। ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।