Exodus 23:3 — Compare Translations

5 translations compared side by side

Odia - 1840
" ସେ ଗରିବ ବୋଲି ନ୍ଯାଯାଳଯ ରେ ତାକୁ ବିଶଷେ ଅନୁକମ୍ପା ଦଖାେଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁଣ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ଗରିବ ବୋଲି ନ୍ୟାୟାଳୟରେ ତାକୁ ବିଶେଷ ଅନୁକମ୍ପା ଦେଖାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।