Exodus 23:30 — Compare Translations
5 translations compared side by side
Odia - 1840
"ଆମ୍ଭେ ସମାନଙ୍କେୁ ଧି ରେ ଧୀ ରେ ତୁମ୍ଭ ସମ୍ମୁଖରୁ ଘଉଡାଇ ଦବୋ ତୁମ୍ଭମାନଙ୍କର ବର୍ଦ୍ଧିତ ହବୋ ପର୍ୟ୍ଯନ୍ତ ଓ ଦେଶ ଅଧିକାର କରିବା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇନାହଁ ଓ ଦେଶ ଅଧିକାର କରିନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସେମାନଙ୍କୁ ଧୀରେ ଧୀରେ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବା ତୁମ୍ଭମାନଙ୍କର ବର୍ଦ୍ଧିତ ହେବା ପର୍ଯ୍ୟନ୍ତ ଓ ଦେଶ ଅଧିକାର କରିବା ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।