Exodus 23:31 — Compare Translations
5 translations compared side by side
Odia - 1840
"ମୁଁ ସୂଫ ସମୁଦ୍ରଠାରୁ ଫରାତ୍ ନଦୀ ପର୍ୟ୍ଯନ୍ତ ତୁମ୍ଭର ସୀମା ନିର୍ଦ୍ଧାରଣ କରିବି। ପଲେଷ୍ଟୀୟମାନଙ୍କର ସମୁଦ୍ର ତୁମ୍ଭର ପଶ୍ଚିମ ସୀମା ରେ ଏବଂ ଆରବ ମରୁଭୂମି ପୂର୍ବ ସୀମା ରେ ରହିବ। କାରଣ ମୁଁ ସହେି ଲୋକମାନଙ୍କୁ ତୁମ୍ଭ ହସ୍ତ ରେ ସମର୍ପଣ କରିବି। ଏବଂ ତୁମ୍ଭେ ଆପଣା ସମ୍ମୁଖରୁ ସମାନଙ୍କେୁ ଘଉଡାଇ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ସୂଫସାଗରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିର୍ଦ୍ଧାରଣ କରିବି। ପଲେଷ୍ଟୀୟମାନଙ୍କର ସମୁଦ୍ର ତୁମ୍ଭର ପଶ୍ଚିମ ସୀମାରେ ଏବଂ ଆରବ ମରୁଭୂମି ପୂର୍ବ ସୀମାରେ ରହିବ। କାରଣ ମୁଁ ସେହି ଲୋକମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ଏବଂ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
Odia IRV 2017 (ଓଡିଆ ବାଇବେଲ)