Exodus 23:32 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେ ସହିତ କିମ୍ବା ସମାନଙ୍କେ ଦବେତାଗଣ ସହିତ କୌଣସି ଚୁକ୍ତି କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କ ସହିତ କିମ୍ଵା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବତାଗଣ ସହିତ କୌଣସି ଚୁକ୍ତି କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।