Exodus 23:33 — Compare Translations
5 translations compared side by side
Odia - 1840
"ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।”"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯେବେ ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ଵରୂପ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।