Exodus 23:4 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭେ ପଥହରା ଗୋରୁ କିମ୍ବା ଗଧ ଦେଖ, ତବେେ ତାକୁ ତା'ର ମୁନିବକୁ ଫରୋଇ ଦିଅ, ଯଦି ସେ ତୁମ୍ଭର ଶତୃ ବି ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେ ପଥହରା ଗୋରୁ କିମ୍ବା ଗଧ ଦେଖ, ତେବେ ତାକୁ ତା’ର ମୁନିବକୁ ଫେରାଇ ଦିଅ, ଯଦି ସେ ତୁମ୍ଭର ଶତ୍ରୁ ବି ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।