Exodus 23:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଶତୃର ଗଧକୁ ଭାରତଳେ ପଡିଥିବାର ଦେଖିବ, ତାକୁ ଛାଡି ୟିବାରୁ ନିବୃତ୍ତ ହୁଅ। ତୁମ୍ଭେ ଅବଶ୍ଯ ତା' ସଙ୍ଗ ରେ ତାକୁ ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ବୈରୀର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖିଲେ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଆପଣା ଶତ୍ରୁର ଗଧକୁ ଭାରତଳେ ପଡ଼ିଥିବାର ଦେଖିବ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ। ତୁମ୍ଭେ ଅବଶ୍ୟ ତା’ ସଙ୍ଗରେ ତାକୁ ମୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।