Exodus 23:7 — Compare Translations
5 translations compared side by side
Odia - 1840
"କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା ନାମ ରେ ମିଥ୍ଯା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ଯାଯ ରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ଯା କରିଥାଏ ତବେେ ମୁଁ ତାକୁ କ୍ଷମା ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ଲୋକକୁ ଅଯଥା ବଦ୍ନାମ କର ନାହିଁ। ତା’ ନାମରେ ମିଥ୍ୟା ଦାବି କର ନାହିଁ। କୌଣସି ନିରୀହ ଲୋକକୁ ଅନ୍ୟାୟରେ ସେ ନ କରିଥିବା କର୍ମ ପାଇଁ ଦଣ୍ଡ ଦିଅ ନାହିଁ। ଯଦି କୌଣସି ଲୋକ ଏକ ନିରୀହ ଲୋକକୁ ହତ୍ୟା କରିଥାଏ ତେବେ ମୁଁ ତାକୁ କ୍ଷମା ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।