Exodus 23:8 — Compare Translations
5 translations compared side by side
Odia - 1840
"ଯଦି କୌଣସି ଲୋକ ତା'ର ଭୂଲ୍ ପାଇଁ, ତାହା ସହ ଏକମତ ହବୋ ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତବେେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଚାରକ ସତ୍ଯତା ଦେଖିପା ରେ ନାହିଁ। ଏବଂ ଲାଞ୍ଚ ମଧ୍ଯ ଏକ ଉତ୍ତମ ଲୋକର ବ୍ଯବହାର ବଦଳାଇ ଦଇପୋରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକ ତା’ର ଭୁଲ୍ ପାଇଁ, ତାହା ସହ ଏକମତ ହେବା ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତେବେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଗ୍ଭରକ ସତ୍ୟତା ଦେଖି ପାରେ ନାହିଁ। ଏବଂ ଲାଞ୍ଚ ମଧ୍ୟ ଏକ ଉତ୍ତମ ଲୋକର ବ୍ୟବହାର ବଦଳାଇ ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।