Exodus 23:9 — Compare Translations
5 translations compared side by side
Odia - 1840
"ତୁମ୍ଭେ କବେବେି ବିଦେଶୀମାନଙ୍କ ପାଇଁ ଅନ୍ଯାଯ କର ନାହିଁ। ମନରେଖ, ଏକ ସମୟରେ ମଧ୍ଯ ତୁମ୍ଭମାନେେ ବିଦେଶୀ ଥିଲ ଯେତବେେଳେ ତୁମ୍ଭମାନେେ ମିଶର ରେ ବାସ କରୁଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବିଦେଶୀ ପ୍ରତି ଉପଦ୍ରବ କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ କେବେବି ବିଦେଶୀମାନଙ୍କ ପାଇଁ ଅନ୍ୟାୟ କର ନାହିଁ। ମନେରଖ, ଏକ ସମୟରେ ତୁମ୍ଭେମାନେ ମଧ୍ୟ ବିଦେଶୀ ଥିଲ ଯେତେବେଳେ ତୁମ୍ଭେମାନେ ମିଶରରେ ବାସ କରୁଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।