Exodus 24:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭମାନେେ ଦୂରରୁ ମାେତେ ଉପାସନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋଶାଙ୍କୁ କହିଲେ, ତୁମ୍ଭେ ଓ ହାରୋଣ ଓ ନାଦବ୍ ଓ ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଓ ଇସ୍ରାଏଲ ମଧ୍ୟରେ ଚୁକ୍ତି ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣ ସହିତ ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ସଦାପ୍ରଭୁଙ୍କୁ ଉପାସନା କରିବାକୁ ପର୍ବତ ଆରୋହଣ କରିବ। ତୁମ୍ଭେମାନେ ଦୂରରୁ ମୋତେ ଉପାସନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।