Exodus 24:10 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ଵଳ ନୀଳକା; ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ନୀଳ ଆକାଶ ପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍ ଆକାଶ ପରି ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ଚରଣତଳ ସ୍ଥାନ ଉଜ୍ଜ୍ୱଳ ନୀଳକାନ୍ତ ମଣି ନିର୍ମିତ କାର୍ଯ୍ୟ ତୁଲ୍ୟ ଓ ନିର୍ମଳତାରେ ଠିକ୍‍ ଆକାଶ ପରି ଥିଲା।