Exodus 24:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ଇଶ୍ରାୟେଲର ନେତାଗଣଙ୍କ ବିରୁଦ୍ଧ ରେ ହସ୍ତ ବିସ୍ତାର କଲେ ନାହିଁ। ସମାନେେ ସମସ୍ତେ ପରମେଶ୍ବରଙ୍କୁ ଦର୍ଶନ କଲେ। ଏବଂ ସମାନେେ ଭୋଜନ ଓ ପାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ଵରଙ୍କୁ ଦର୍ଶନ କଲେ, ପୁଣି ଭୋଜନପାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲର ନେତାଗଣଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ। ସେମାନେ ସମସ୍ତେ ପରମେଶ୍ୱରଙ୍କୁ ଦର୍ଶନ କଲେ। ଏବଂ ସେମାନେ ଭୋଜନ ଓ ପାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଇସ୍ରାଏଲ-ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଇସ୍ରାଏଲ ସନ୍ତାନଗଣର ଅଧ୍ୟକ୍ଷମାନଙ୍କ ବିରୁଦ୍ଧରେ ହସ୍ତ ବିସ୍ତାର କଲେ ନାହିଁ; ମାତ୍ର ସେମାନେ ପରମେଶ୍ୱରଙ୍କୁ ଦର୍ଶନ କଲେ, ପୁଣି, ଭୋଜନ ଓ ପାନ କଲେ।