Exodus 24:12 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ପର୍ବତ ଉପରେ ମାେ ପାଖକୁ ଆସ। ଏଠା ରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦବେି, ବ୍ଯବସ୍ଥା ଓ ଆଜ୍ଞା, ଯାହା ମୁଁ ସମାନଙ୍କେୁ ଶିକ୍ଷା ଦବୋକୁ ଲେଖିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ଵନ୍ଧୀୟ ଦୁଇ ଖଣ୍ତ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକ ଆଣିବାକୁ ଗଲେ ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପର୍ବତ ଉପରେ ମୋ’ ପାଖକୁ ଆସ। ଏଠାରେ ରୁହ। ମୁଁ ପ୍ରସ୍ତର ଫଳକ ତୁମ୍ଭକୁ ଦେବି, ବ୍ୟବସ୍ଥା ଓ ଆଜ୍ଞା, ଯାହା ମୁଁ ସେମାନଙ୍କୁ ଶିକ୍ଷା ଦେବାକୁ ଲେଖିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର ଫଳକ ତୁମ୍ଭକୁ ଦେବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପର୍ବତ ଆରୋହଣ କରି ଆମ୍ଭ ନିକଟକୁ ଆସି ଏହି ସ୍ଥାନରେ ଥାଅ; ତହିଁରେ ଆମ୍ଭେ ଲୋକମାନଙ୍କ ଶିକ୍ଷା ନିମନ୍ତେ ଯାହା ଲେଖିଅଛୁ, ତାହା, ଅର୍ଥାତ୍, ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧୀୟ ଦୁଇ ଖଣ୍ଡ ପ୍ରସ୍ତର-ଫଳକ ତୁମ୍ଭକୁ ଦେବା।”