Exodus 24:13 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଓ ତାଙ୍କର ପରିଚାଳକ ଯିହାଶୂେୟ ଉଠିଲେ, ମାଶାେ ପରମେଶ୍ବରଙ୍କର ପର୍ବତକୁ ଆରୋହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି ମୋଶା ପରମେଶ୍ଵରଙ୍କ ପର୍ବତରେ ଆରୋହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଓ ତାଙ୍କର ପରିଗ୍ଭରକ ଯିହୋଶୂୟ ଉଠିଲେ, ମୋଶା ପରମେଶ୍ୱରଙ୍କର ପର୍ବତକୁ ଆରୋହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଓ ତାଙ୍କର ପରିଚାରକ ଯିହୋଶୂୟ ଉଠିଲେ; ପୁଣି, ମୋଶା ପରମେଶ୍ୱରଙ୍କ ପର୍ବତରେ ଆରୋହଣ କଲେ।