Exodus 24:14 — Compare Translations
5 translations compared side by side
Odia - 1840
"ମାଶାେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭମାନେେ ଯେ ପର୍ୟ୍ଯନ୍ତ ତୁମ୍ଭମାନଙ୍କ ନିକଟକୁ ଫରେି ନ ଆସିଛୁ ସପେର୍ୟ୍ଯନ୍ତ ତୁମ୍ଭମାନେେ ଏହିଠା ରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସମାନେେ ତାଙ୍କର ନିକଟକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, ଆମ୍ଭେମାନେ ଯେଯାଏ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେଯାଏ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂରତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ ନିକଟକୁ ଫେରି ନ ଆସିଛୁ ସେପର୍ଯ୍ୟନ୍ତ ତୁମ୍ଭେମାନେ ଏହିଠାରେ ଥାଅ। ଦେଖ ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି। କାହାର କୌଣସି ବିବାଦର କଥା ଉପସ୍ଥିତ ହେଲେ ସେମାନେ ତାଙ୍କର ନିକଟକୁ ଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପ୍ରାଚୀନବର୍ଗଙ୍କୁ କହିଲେ, “ଆମ୍ଭେମାନେ ଯେପର୍ଯ୍ୟନ୍ତ ତୁମ୍ଭ ନିକଟକୁ ବାହୁଡ଼ି ନ ଆସୁ, ସେପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭମାନଙ୍କ ଅପେକ୍ଷାରେ ଏହିଠାରେ ଥାଅ; ଦେଖ, ହାରୋଣ ଓ ହୂର ତୁମ୍ଭମାନଙ୍କ ନିକଟରେ ଅଛନ୍ତି, କାହାରି କୌଣସି ବିବାଦର କଥା ଉପସ୍ଥିତ ହେଲେ, ସେ ସେମାନଙ୍କ ନିକଟକୁ ଯାଉ।”
Odia IRV 2017 (ଓଡିଆ ବାଇବେଲ)