Exodus 24:15 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ପର୍ବତ ଉପରକୁ ଚଢି଼ଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପରମେଶ୍ୱରଙ୍କୁ ସାକ୍ଷାତ କଲେ ଏହା ପରେ ମୋଶା ପର୍ବତ ଉପରକୁ ଚଢ଼ିଲେ, ପୁଣି ମେଘ ପର୍ବତକୁ ଢାଙ୍କିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା।