Exodus 24:16 — Compare Translations

5 translations compared side by side

Odia - 1840
"ଏଥି ରେ ସୀନଯ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅଦିନ ମଘାେଚ୍ଛନ୍ନ ହାଇେ ରହିଲା। ଏହାପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ଯରୁ ମାଶାଙ୍କେୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତ କଲା। ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା। ଏହା ପରେ ସଦାପ୍ରଭୁ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ।