Exodus 24:17 — Compare Translations
5 translations compared side by side
Odia - 1840
"ସଠାେରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦଖାଗେଲା। ଇଶ୍ରାୟେଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ସଦାପ୍ରଭୁଙ୍କର ମହିମା ପର୍ବତ ଶିଖର ଉପରେ ଦେଖାଗଲା। ଇସ୍ରାଏଲର ଲୋକଙ୍କୁ ଏହା ଗ୍ରାସକାରୀ ଅଗ୍ନି ପରି ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣର ଦୃଷ୍ଟିରେ ପର୍ବତ ଶୃଙ୍ଗରେ ଗ୍ରାସକାରୀ ଅଗ୍ନି ତୁଲ୍ୟ ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶିତ ହେଲା।
Recommended Reading