Exodus 24:18 — Compare Translations

5 translations compared side by side

Odia - 1840
"ପୁଣି ମାଶାେ ମେଘ ମଧିଅରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଚାଳିଶ ଦିନ ସହେି ପର୍ବତ ଉପରେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରକୁ ଉଠି ଗ୍ଭଳିଶ୍ ଦିନ ସେହି ପର୍ବତ ଉପରେ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।