Exodus 24:2 — Compare Translations

5 translations compared side by side

Odia - 1840
"କବଳେ ମାଶାେ ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ଯ ମାଶାଙ୍କେ ସହିତ ପର୍ବତ ଉପରକୁ ଯିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ମୋଶା ଉପାସନା କରିବାକୁ ସଦାପ୍ରଭୁଙ୍କ ନିକଟକୁ ଆସିବ। ଅନ୍ୟମାନେ ସଦାପ୍ରଭୁଙ୍କ ନିକଟକୁ ଆସିବେ ନାହିଁ। ଏବଂ ଏପରିକି ଲୋକମାନେ ମଧ୍ୟ ମୋଶାଙ୍କ ସହିତ ପର୍ବତ ଉପରକୁ ଯିବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କେବଳ ମୋଶା ସଦାପ୍ରଭୁଙ୍କ ନିକଟକୁ ଆସିବ, ମାତ୍ର ସେମାନେ ନିକଟକୁ ଆସିବେ ନାହିଁ, କିଅବା ଲୋକମାନେ ତାହା ସଙ୍ଗେ ଆରୋହଣ କରିବେ ନାହିଁ।”