Exodus 24:3 — Compare Translations

5 translations compared side by side

Odia - 1840
"ମାଶାେ ସଦାପ୍ରଭୁଙ୍କ ନିଯମ ଏବଂ ଆଜ୍ଞା ସମାନଙ୍କେୁ ଜଣାଇଲେ। ଏହାପରେ ସମସ୍ତ ଲୋକ ଏକ ସ୍ବର ରେ କହିଲେ, ସଦାପ୍ରଭୁଙ୍କର ସମସ୍ତ ନିଯମଗୁଡିକ ଆମ୍ଭମାନେେ ପାଳନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ଶାସନ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ଵରରେ ଉତ୍ତର କଲେ, ସଦାପ୍ରଭୁ ଯେସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସଦାପ୍ରଭୁଙ୍କ ନିୟମ ଏବଂ ଆଜ୍ଞା ସେମାନଙ୍କୁ ଜଣାଇଲେ। ଏହା ପରେ ସମସ୍ତ ଲୋକ ଏକ ସ୍ୱରରେ କହିଲେ, “ସଦାପ୍ରଭୁଙ୍କର ସମସ୍ତ ନିୟମଗୁଡ଼ିକ ଆମ୍ଭେମାନେ ପାଳନ କରିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହି ସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା ଆସି ସଦାପ୍ରଭୁଙ୍କର ସେହିସବୁ ବାକ୍ୟ ଓ ନିୟମ ବିଷୟ ଲୋକମାନଙ୍କୁ କହନ୍ତେ, ସମସ୍ତେ ଏକ ସ୍ୱରରେ ଉତ୍ତର କଲେ, “ସଦାପ୍ରଭୁ ଯେଉଁ ସବୁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା।”