Exodus 24:4 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ସଦାପ୍ରଭୁଙ୍କର ସମସ୍ତ ବାକ୍ଯ ଲେଖିଲେ। ପ୍ରଭାତ ରେ ଉଠି ପର୍ବତ ତଳେ ଏକ ୟଜ୍ଞବଦେୀ ଓ ଇଶ୍ରାୟେଲର ଦ୍ବାଦଶ ବଂଶ ନିମନ୍ତେ ଦ୍ବାଦଶ ସ୍ତମ୍ଭ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ଵାଦଶ ବଂଶାନୁସାରେ ଦ୍ଵାଦଶ ସ୍ତମ୍ଭ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ। ପ୍ରଭାତରେ ଉଠି ପର୍ବତ ତଳେ ଏକ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶ ନିମନ୍ତେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।