Exodus 24:5 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ ଇଶ୍ରାୟେଲର ୟୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁଁ ପଠାଇଲେ। ସହେି ୟୁବକଗଣ ପରମେଶ୍ବରଙ୍କ ନିକଟରେ ହାମବେଳି ଓ ମଙ୍ଗଳାର୍ଥକ ବଳି ସ୍ବରୂପେ ବୃଷଭମାନଙ୍କୁ ବଳିଦାନ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ଇସ୍ରାଏଲର ଯୁବକମାନଙ୍କୁ ବଳିଦାନ ଉତ୍ସର୍ଗ କରିବା ପାଇଁ ପଠାଇଲେ। ସେହି ଯୁବକଗଣ ପରମେଶ୍ୱରଙ୍କ ନିକଟରେ ହୋମବଳି ଓ ମଙ୍ଗଳାର୍ଥକ ବଳି ସ୍ୱରୂପେ ବୃଷମାନଙ୍କୁ ବଳିଦାନ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଇସ୍ରାଏଲ ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।