Exodus 24:6 — Compare Translations

5 translations compared side by side

Odia - 1840
"ମାଶାେ ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ର ରେ ରଖିଲେ ଏବଂ ଆଉ ଅର୍ଦ୍ଧକେ ରକ୍ତ ବଦେୀ ଉପରେ ଢାଳିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସମସ୍ତ ରକ୍ତ ସଂଗ୍ରହ କଲେ, ଏହାର ଅଧା ପାତ୍ରରେ ରଖିଲେ ଏବଂ ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ଢାଳିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।