Exodus 24:7 — Compare Translations

5 translations compared side by side

Odia - 1840
"ମାଶାେ ବିଶଷେ ନିଯମ ଲଖାୟୋଇଥିବା ନଳାକାର ପୁସ୍ତକ ନଇେ ଲୋକମାନଙ୍କ ଆଗ ରେ ପାଠ କଲେ। ସମାନେେ କହିଲେ, ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭମାନେେ ଏହା କରିବୁ ଏବଂ ଆମ୍ଭମାନେେ ମାନିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ବିଶେଷ ନିୟମ ଲେଖାଯାଇଥିବା ନଳାକାର ପୁସ୍ତକ ନେଇ ଲୋକମାନଙ୍କ ଆଗରେ ପାଠ କଲେ। ସେମାନେ କହିଲେ, “ସଦାପ୍ରଭୁ ଯାହାସବୁ କରିଛନ୍ତି ଆମ୍ଭେମାନେ ତାହା କରିବୁ ଏବଂ ଆମ୍ଭେମାନେ ମାନିବୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହାସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”