Exodus 24:8 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସହେି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହାଇେଥିବା ନିଯମର ରକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ଵନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସେହି ରକ୍ତ ଲୋକମାନଙ୍କ ଉପରେ ଛିଞ୍ଚିଲେ ଏବଂ କହିଲେ, “ଏହାକୁ ଦେଖ, ଏହା ସଦାପ୍ରଭୁ ଓ ତୁମ୍ଭମାନଙ୍କ ସହିତ ହୋଇଥିବା ନିୟମର ରକ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ସେହି ରକ୍ତ ଘେନି ଲୋକମାନଙ୍କ ଉପରେ ସେଚନ କରି କହିଲେ, “ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଏହି ସମସ୍ତ ବାକ୍ୟ ସମ୍ବନ୍ଧୀୟ ଯେଉଁ ନିୟମ କରିଅଛନ୍ତି, ସେହି ନିୟମର ରକ୍ତ ଏହି।”