Exodus 24:9 — Compare Translations

5 translations compared side by side

Odia - 1840
"ମାଶାେ, ହାରୋଣ, ନାଦବ୍, ଅବୀହୂ ଏବଂ ଇଶ୍ରାୟେଲର ସତୁରି ଜଣ ପ୍ରଚୀନବର୍ଗ ପର୍ବତ ଆରୋହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନ ବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ଵରଙ୍କୁ ଦର୍ଶନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା, ହାରୋଣ, ନାଦବ୍, ଅବୀହୂ ଏବଂ ଇସ୍ରାଏଲର ସତୁରି ଜଣ ପ୍ରାଚୀନବର୍ଗ ପର୍ବତ ଆରୋହଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶା, ହାରୋଣ, ନାଦବ୍‍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶା, ହାରୋଣ, ନାଦବ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।