Exodus 25:10 — Compare Translations
5 translations compared side by side
Odia - 1840
"ଶିଟୀମ କାଠର ଏକ ସିନ୍ଦୁକ ତିଆରି କର। ସହେି ପବିତ୍ର ସିନ୍ଦୁକ ଅଢଇେ ହାତ ଲମ୍ବ, ଦେଢ ହାତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ନିୟମ ସିନ୍ଦୁକ “ଶିଟୀମ୍ କାଠର ଏକ ସିନ୍ଦୁକ ତିଆରି କର। ସେହି ପବିତ୍ର ସିନ୍ଦୁକ ଅଢ଼େଇ ହାତ ଲମ୍ବ, ଦେଢ଼ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।