Exodus 25:11 — Compare Translations
5 translations compared side by side
Odia - 1840
"ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣ ରେ ତାହା ମଡାଇବ। ତା'ର ଭିତର ପଟ ଓ ବାହାର ପଟେ ରେ ମଧ୍ଯ ମଡାଇବ। ଏବଂ ତା'ଉପରେ ଚତୁର୍ଦ୍ଦିଗ ରେ ସୁବର୍ଣ୍ଣର କନ୍ଥ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି ତହିଁ ଉପର ଚତୁର୍ଦ୍ଦିଗରେ ସ୍ଵର୍ଣ୍ଣର କାନ୍ଥି କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା’ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା’ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ।