Exodus 25:12 — Compare Translations
5 translations compared side by side
Odia - 1840
"ଏଥି ନିମନ୍ତେ ଗ୍ଭରି କଣ ରେ ଗ୍ଭରୋଟି ସୁବର୍ଣ୍ଣର କଡା ଲଗାଅ। ପ୍ରେତ୍ୟକକ ପାଖ ରେ ଦୁଇଟି କଡା ଲଗାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତହିଁ ନିମନ୍ତେ ସ୍ଵର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ଵରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ଵରେ ଦୁଇ କଡ଼ା ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁ ନିମନ୍ତେ ସ୍ୱର୍ଣ୍ଣର ଚାରି କଡ଼ା ଛାଞ୍ଚରେ ଢାଳି ତହିଁର ଚାରି କୋଣରେ ଦେବ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ରହିବ।