Exodus 25:15 — Compare Translations

5 translations compared side by side

Odia - 1840
"ସହେି ସାଙ୍ଗୀ ସିନ୍ଦୁକର କଡ଼ା ଭିତ ରେ ଥିବ ଏବଂ ତହିଁରୁ ନିଶ୍ଚିତ ବାହାର କରାୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସାଙ୍ଗୀ ସିନ୍ଦୁକର କଡ଼ା ଭିତରେ ସର୍ବଦା ଥିବ ଏବଂ ତହିଁରୁ ତାହା ବାହାର କରାଯିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ।