Exodus 25:16 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦବୋ ତାହା ସହେି ସିନ୍ଦୁକରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ରଦେବା, ତାହା ସେହି ସିନ୍ଦୁକରେ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ।