Exodus 25:17 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭମାନେେ ଶୁଦ୍ଧ ସୁବର୍ଣ୍ଣ ରେ ଅଢଇେ ହାତ ଲମ୍ବା ଦେଢ ହାତ ପ୍ରସ୍ଥ ଓ ଏକ ପାପାଚ୍ଛାଦନ ନିର୍ମାଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେମାନେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼େଇ ହାତ ଲମ୍ବା ଓ ଦେଢ଼ ହାତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।