Exodus 25:18 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭମାନେେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବ ଦୂତ କରିବ। ଏବଂ ସଗେୁଡିକୁ ସହେି ପାପାଚ୍ଛାଦନର ଦୁଇ ମୁଣ୍ଡ ରେ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ତରେ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟାକର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ।