Exodus 25:19 — Compare Translations
5 translations compared side by side
Odia - 1840
"ଏକ ଦୂତକୁ ଗୋଟିଏ ମୁଣ୍ଡ ରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡ ରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏକ କିରୂବ ଏକ ମୁଣ୍ତରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ତରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ଦୂତକୁ ଗୋଟିଏ ମୁଣ୍ଡରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ।