Exodus 25:2 — Compare Translations
5 translations compared side by side
Odia - 1840
"ତୁମ୍ଭେ ଇଶ୍ରାୟେଲ ଲୋକମାନଙ୍କୁ ମାେ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରେତ୍ୟକକ ଲୋକ ତା'ର ହୃଦଯ ରେ ନିଷ୍ପତ୍ତି ନବୋ ଉଚିତ୍, ସେ ମାେ ପାଇଁ ଯାହା ଉପହାର ଦବୋ ଉଚିତ୍। ମାେ ପାଇଁ ସହେି ଦ୍ରବ୍ଯ ସଂଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା’ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ।