Exodus 25:20 — Compare Translations

5 translations compared side by side

Odia - 1840
"ସହେି ଦୂତମାନେ ନିଯମ-ସିନ୍ଦୁକକୁ ସମାନଙ୍କେର ଡଣୋ ଦ୍ବାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡକୁ ଉେଠ। ଆଚ୍ଛାଦକ ଆଡକୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ଵକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଊର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ।