Exodus 25:22 — Compare Translations
5 translations compared side by side
Odia - 1840
"ଆଉ ମୁଁ ଯେତବେେଳେ ତୁମ୍ଭକୁ ସାକ୍ଷାତ କରେ ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ଯରୁ ତୁମ୍ଭ ସଙ୍ଗେ ଆଳାପ କରି ଇଶ୍ରାୟେଲ ସନ୍ତାନଗଣ ବିଷଯକ ମୁଁ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବାଓ ପାପାଚ୍ଛାଦନର ଉପରିଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବଦ୍ଵୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ-ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।