Exodus 25:23 — Compare Translations

5 translations compared side by side

Odia - 1840
"ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
Odia Bible ERV 2004 (ପବିତ୍ର ବାଇବଲ)
ମେଜ “ଶିଟୀମ୍ କାଠରେ ଏକ ମେଜ ପ୍ରସ୍ତୁତ କର। ସେହି ମେଜଟି ଦୁଇ ହାତ ଲମ୍ବ, ଏକ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି