Exodus 25:28 — Compare Translations
5 translations compared side by side
Odia - 1840
"ମଜେକୁ ବୋହିବା ପାଇଁ ଶିଟୀମ୍ କାଠ ରେ ସାଙ୍ଗୀ ତିଆରି କରି ସେଥି ରେ ସୁବର୍ଣ୍ଣ ମଡାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ଵର୍ଣ୍ଣରେ ମଡ଼ାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମେଜକୁ ବୋହିବା ପାଇଁ ଶିଟୀମ୍ କାଠରେ ସାଙ୍ଗୀ ତିଆରି କରି ସେଥିରେ ସୁବର୍ଣ୍ଣ ମଡ଼ାଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ।
Recommended Reading