Exodus 25:29 — Compare Translations
5 translations compared side by side
Odia - 1840
"ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡିକ ପଯେ ନବୈେଦ୍ଯ ପାଇଁ ବ୍ଯବହୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡ଼ିକ ପେୟନୈବେଦ୍ୟ ପାଇଁ ବ୍ୟବହୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ।