Exodus 25:3 — Compare Translations
5 translations compared side by side
Odia - 1840
"ଏହି ବସ୍ତୁଗୁଡିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରିପାରିବ। ଯଥା- ସୁନା, ରୂପା, ପିତ୍ତଳ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ସ୍ଵର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ;