Exodus 25:30 — Compare Translations
5 translations compared side by side
Odia - 1840
"ସହେି ମଜେ ଉପରେ, ମାେ ସମ୍ମୁଖ ରେ ସବୁ ସମୟରେ ଦର୍ଶନୀଯ ରୋଟୀ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ଅଗ୍ରତେ ନିତ୍ୟ ନିତ୍ୟ ଦର୍ଶନୀୟ ରୋଟୀ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମେଜ ଉପରେ, ମୋ’ ସମ୍ମୁଖରେ ସବୁ ସମୟରେ ଦର୍ଶନୀୟ ରୋଟୀ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।