Exodus 25:31 — Compare Translations
5 translations compared side by side
Odia - 1840
"ଏହାପରେ ତୁମ୍ଭମାନେେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁପର୍ଣ୍ଣ ରେ ପିଟା କର୍ମ ରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ତି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦୀପରୁଖା “ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।