Exodus 25:32 — Compare Translations
5 translations compared side by side
Odia - 1840
"ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହବେ। ଏହାର ଏକ ପାଶର୍ବରୁ ତିନି ଦୀପଶାଖା ଓ ଅନ୍ୟ ପଶର୍ବରୁ ତିନି ଦୀପଶାଖା ବାହାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ତହିଁର ଏକ ପାର୍ଶ୍ଵରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ଵରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ଵରୁ ଛଅ ଶାଖା ନିର୍ଗତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ଦୀପ ବୃକ୍ଷଟି ଛଅ ଶାଖା ବିଶିଷ୍ଟ ହେବ। ଏହାର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା ବାହାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ।