Exodus 25:33 — Compare Translations

5 translations compared side by side

Odia - 1840
"ପ୍ରତି ଶାଖା ରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ; ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ଶାଖାରେ ତିନୋଟି ଫୁଲ ରହିବ। ଏହି ଫୁଲଗୁଡ଼ିକ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ।